ରାତି ଅଧରେ ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ


ରାତି ଅଧରେ ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ।

👉 ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ।

👉 ଇଣ୍ଡୋନେସିଆର ତଲୌଦ ଦ୍ୱୀପରେ ଏହି ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି।

👉 ଭୂକମ୍ପ ଝଟକା ଯୋଗୁ ଲୋକେ ଛାନିଆ ହୋଇ ପଡ଼ିଥିବା ବେଳେ ଏଥିରେ କୌଣସି କ୍ଷୟକ୍ଷତି ହେବାର ସୂଚନା ମିଳିନି ।


error: Content is protected !!