ନୂଆଦିଲ୍ଲୀ, ୦୬/୦୪: ପଶ୍ଚିମବଙ୍ଗ, ଓଡ଼ିଶା, ତାମିଲନାଡୁ ଏବଂ ପଶ୍ଚିମବଙ୍ଗରୁ ରାଜ୍ୟସଭାକୁ ନିର୍ବାଚିତ ସାଂସଦମାନେ ରାଜ୍ୟସଭା ସଦସ୍ୟ ଭାବରେ ଶପଥ ଗ୍ରହଣ କରିଛନ୍ତି।
ଏନସିପି-ଏସସିପି ମୁଖ୍ୟ ଶରଦ ପାୱାର, କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱଲେ ଏବଂ ଡିଏମକେର ତିରୁଚି ଶିବଙ୍କ ସମେତ ନେତାମାନେ ଶପଥ ଗ୍ରହଣ କରିଛନ୍ତି।ଓଡ଼ିଶାରୁ ନବନିର୍ବାଚିତ ସାଂସଦ ଯଥାକ୍ରମେ ବିଜେପିର ମନମୋହନ ସାମଲ, ସ୍ୱାଧୀନ ଭାବେ ନିର୍ବାଚିତ ହୋଇଥିବା ଦିଲ୍ଲୀପ ରାୟ ଓ ବିଜେଡ଼ିର ସନ୍ତୃପ୍ତ ମିଶ୍ର ଶପଥ ଗ୍ରହଣ କରିଛନ୍ତି। ଓଡ଼ିଆରେ ଶପଥ ଗ୍ରହଣ କରିଛନ୍ତି ସାଂସଦମାନେ।
ଅନ୍ୟପଟେ ନୀତିଶ କୁମାର ଏପ୍ରିଲ ୧୦ରେ ରାଜ୍ୟସଭା ସାଂସଦ ଭାବେ ଶପଥ ନେବେ ବୋଲି ସୂଚନା ମିଳିଛି।

More Stories
ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା
ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…
ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା