ଅଯୋଧ୍ୟାକୁ ଯିବନି କଂଗ୍ରେସ


ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ଯିବନି କଂଗ୍ରେସ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ସାଂସଦ ସୋନିଆ ଗାନ୍ଧି ଓ ଅଧୀର ରଞ୍ଜନ ଚୌଧୁରୀଙ୍କୁ ନିମନ୍ତ୍ରଣ ହୋଇଥିଲା। କିନ୍ତୁ ସେମାନେ ଯିବେ ନାହିଁ ବୋଲି ଦଳ ପକ୍ଷରୁ କୁହାଯାଇଛି।


error: Content is protected !!