ଦିନ ୩ଟା ପରେ ସର୍ବସାଧାରଣ ପରିକ୍ରମା


🔶ଦିନ ୩ଟା ପରେ ସର୍ବସାଧାରଣ ପରିକ୍ରମା।

🔶ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ନେଇ ମୁଖ୍ୟ ପ୍ରଶାସକଙ୍କ ସୂଚନା, ପରିଚାଳନା କମିଟି ମିଟିଂ ପରେ ସୂଚନା ଦେଲେ ମୁଖ୍ୟ ପ୍ରଶାସକ।

🔶ଦିନ ୧ଟା ୧୫ରୁ ୧ଟା ୩୦ ମଧ୍ୟରେ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ।

🔶୧ଟା ୩୦ରୁ ୨ଟା ମଧ୍ୟରେ ଯଜ୍ଞ ପୂର୍ଣ୍ଣାହୁତି ଦେବେ ଗଜପତି ମହାରାଜା।


error: Content is protected !!