ଭୁବନେଶ୍ୱର, ୦୯/୦୪: ଆକ୍ସନ ମୋଡ୍ରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ। ଦୁର୍ନୀତି ଅଭିଯୋଗ ପାଇବା ପରେ ଭିଜିଲାନ୍ସ ଅଧିକାରୀଙ୍କ ସହ ପହଞ୍ଚିଲେ। ମୈତ୍ରୀ ବିହାର ସ୍ଥିତ ଶକ୍ତି ବିଭାଗର ଇଆଇସିଙ୍କ କାର୍ଯ୍ୟାଳୟରେ ଚଢାଉ କରିଛନ୍ତି।ଦିନ ୩ଟା ୧୫ରେ କୌଣସି କର୍ମଚାରୀଙ୍କୁ କାର୍ଯ୍ୟାଳୟରେ ନ ପାଇବାରୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓ। ପୂର୍ବରୁ ଦୁର୍ନୀତି ସହ ଅନିୟମିତତା ଅଭିଯୋଗ କରିଥିଲେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।

More Stories
ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….
ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…