ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ


ଭାରତ ଇତିହାସରେ ୧୨ ଜାନୁଆରୀ ହେଉଛି ଏକ ଗୌରବମୟ ଦିନ। ସ୍ବାମୀ ବିବେକାନନ୍ଦଙ୍କ ନୀତି, ଆଦର୍ଶ, ଶିକ୍ଷା ଓ ଅବଦାନକୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ଅବସରରେ ‘ଜାତୀୟ ଯୁବ ଦିବସ’ ଭାବେ ପାଳନ କରାଯାଏ। ଯିଏ କି କୋଟି କୋଟି ଯୁବକମାନଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି କୁହାଯାଏ।


error: Content is protected !!