ଭାରତ ଇତିହାସରେ ୧୨ ଜାନୁଆରୀ ହେଉଛି ଏକ ଗୌରବମୟ ଦିନ। ସ୍ବାମୀ ବିବେକାନନ୍ଦଙ୍କ ନୀତି, ଆଦର୍ଶ, ଶିକ୍ଷା ଓ ଅବଦାନକୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ଅବସରରେ ‘ଜାତୀୟ ଯୁବ ଦିବସ’ ଭାବେ ପାଳନ କରାଯାଏ। ଯିଏ କି କୋଟି କୋଟି ଯୁବକମାନଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି କୁହାଯାଏ।
Post Views: 94
More Stories
କିଏ ଏହି ରେଭେନ୍ସା ? କାହିଁକି ତାଙ୍କ ନାମରେ ନାମିତ ହୋଇଛି ବିଶ୍ୱବିଦ୍ୟାଳୟ ? ଜାଣନ୍ତୁ…
ବଢ଼ିଲା କମର୍ସିଆଲ ଗ୍ୟାସ ଦର
ଆଜିଠାରୁ ସୁଭଦ୍ରା ଯୋଜନାର ପଞ୍ଜୀକରଣ