ଭୁବନେଶ୍ୱର, ୧୦/୦୪: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ଥିତି ସ୍ୱାଭାବିକ ରହିଛି । ମାତ୍ର କୌଣସି କାରଣ ନଥାଇ କିଛି ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ଭିତ୍ତିକରି ଯୋଗାଣ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ବିଭିନ୍ନ ଜିଲ୍ଲାରେ ଯୋଗାଣ ବିଭାଗ ଅଧିକାରୀ ମାନେ ଟିମ ମାନ ଗଠନ କରି ଏ ସମ୍ପର୍କିତ ଖବର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପୂର୍ବକ ଯାଞ୍ଚ କରୁଛନ୍ତି । ଏହି ଟିମ ଗୁଡିକ ଦୈନିକ ଭାବେ ବିଭାଗୀୟ ଅଧିକାରୀଙ୍କୁ ତଥ୍ୟ ପ୍ରଦାନ କରୁଛନ୍ତି । ପ୍ରତ୍ୟେକ ଜିଲ୍ଲାର ଯୋଗାଣ ଅଧିକାରୀ ମାନେ ସମ୍ପୃକ୍ତ ଜିଲ୍ଲାପାଳ ମାନଙ୍କ ତତ୍ତ୍ଵବଧାନରେ ଯାଞ୍ଚ ପ୍ରକ୍ରିୟାକୁ କଡାକଡି କରୁଛନ୍ତି ।ଭୁବନେଶ୍ୱର, ୧୦/୦୪: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ଥିତି ସ୍ୱାଭାବିକ ରହିଛି । ମାତ୍ର କୌଣସି କାରଣ ନଥାଇ କିଛି ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ଭିତ୍ତିକରି ଯୋଗାଣ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ବିଭିନ୍ନ ଜିଲ୍ଲାରେ ଯୋଗାଣ ବିଭାଗ ଅଧିକାରୀ ମାନେ ଟିମ ମାନ ଗଠନ କରି ଏ ସମ୍ପର୍କିତ ଖବର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପୂର୍ବକ ଯାଞ୍ଚ କରୁଛନ୍ତି । ଏହି ଟିମ ଗୁଡିକ ଦୈନିକ ଭାବେ ବିଭାଗୀୟ ଅଧିକାରୀଙ୍କୁ ତଥ୍ୟ ପ୍ରଦାନ କରୁଛନ୍ତି । ପ୍ରତ୍ୟେକ ଜିଲ୍ଲାର ଯୋଗାଣ ଅଧିକାରୀ ମାନେ ସମ୍ପୃକ୍ତ ଜିଲ୍ଲାପାଳ ମାନଙ୍କ ତତ୍ତ୍ଵବଧାନରେ ଯାଞ୍ଚ ପ୍ରକ୍ରିୟାକୁ କଡାକଡି କରୁଛନ୍ତି ।

More Stories
ରାଜ୍ୟର ବିଭିନ୍ନ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଏଲ୍ଓମାନଙ୍କର ‘ଏସଆଇଆର’ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
ଫାଲ୍ଟାରେ ହିନ୍ଦୁ ଜନସଂଖ୍ୟା ୬୫ପ୍ରତିଶତ, ତେବେ ୭୧ପ୍ରତିଶତ ଭୋଟ ପାଇ ବିଜେପିର ପଣ୍ଡା କେମିତି ଜିତିଲେ .
ନିର୍ମାଣ ବିଭାଗର ୫୦ କୋଟି ଟଙ୍କାରୁ ଊର୍ଦ୍ଧ୍ଵ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ