ଜାନୁଆରୀ ୨୨ ତାରିଖରେ ଛୁଟି ଘୋଷଣା କରନ୍ତୁ ରାଜ୍ୟ ସରକାର


ଜାନୁଆରୀ ୨୨ ତାରିଖରେ ଛୁଟି ଘୋଷଣା କରନ୍ତୁ ରାଜ୍ୟ ସରକାର । ଏହାସହ ସେ ଦିନ ରାଜ୍ୟରେ ସମସ୍ତ ମଦ ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଅନ୍ତୁ । ୫ଶହ ବର୍ଷର ସଂଘର୍ଷ ପରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ । ଦେଶର ଅନେକ ରାଜ୍ୟରେ ସେହି ଦିନ ଛୁଟି ଘୋଷଣା କରାଯାଇଛି । ନିଶାଦ୍ରବ୍ୟ ବନ୍ଦ କରିବା ପାଇଁ ନିର୍ଦେଶ ଦିଆଯାଇଛି ।


error: Content is protected !!