କଂଗ୍ରେସକୁ ଫେରିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ


କଂଗ୍ରେସକୁ ଫେରିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ। ଗିରିଧରଙ୍କ ସହ ପତ୍ନୀ ହେମା ଏବଂ ପୁଅ ଶିଶିର ବି ଫେରିଲେ। ଦିଲ୍ଲୀରେ ଅଜୟ ମାକେନ, ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ସାମିଲ ହେଲେ।


error: Content is protected !!