ସୋନପୁର, ୧୭/୦୪: ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତାକାଲିଠୁ ୨୨ ଯାଏଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ଅଙ୍ଗନବାଡ଼ି, ସ୍କୁଲ, କଲେଜ, ବୈଷୟିକ ଅନୁଷ୍ଠାନ ଛୁଟି ଘୋଷଣା କରାଯାଇଛି।ପୁର୍ବରୁ ବଲାଙ୍ଗୀର ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନକୁ ୧୮ ତାରିଖରୁ ୨୧ ଯାଏଁ ସ୍କୁଲ ଛୁଟି ଘୋଷଣା କରିଥିଲେ ଜିଲ୍ଲାପାଳ।

More Stories
ଦୁର୍ଗାପୂଜା ପୂର୍ବରୁ TMCରେ ବଡ଼ ହଲଚଲ: ଭାଜପାରେ ସାମିଲ ହେବେ ୧୭ ବିଦ୍ରୋହୀ ସାଂସଦ, ଦାବି କଲେ…
ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ
ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ |