ଅନାଦି ସାହୁଙ୍କ ପରଲୋକ


ଅନାଦି ସାହୁଙ୍କ ପରଲୋକ।ପୂର୍ବତନ ପୋଲିସ ଅଧିକାରୀ ଅନାଦି ସାହୁଙ୍କ ପରଲୋକ।କଟକର ସିଡିଏ ସ୍ଥିତ ବାସଭବନରେ ୮୪ ବର୍ଷ ବୟସରେ ପରଲୋକ।ବ୍ରହ୍ମପୁରରୁ ବିଜେପିର ସାଂସଦ ମଧ୍ୟ ଥିଲେ ଅନାଦି ସାହୁ।ସାହିତ୍ୟ କ୍ଷେତ୍ରରେ ଅନାଦିଙ୍କର ଅନେକ ସୃଷ୍ଟି ସମ୍ଭାର ରହିଛି।


error: Content is protected !!