ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର, SCBରେ ଭର୍ତ୍ତି


ଚୌଦ୍ୱାର: ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର, SCBରେ ଭର୍ତ୍ତି।ମଙ୍ଗୁଳି ଛକରେ ଟ୍ରକ୍‌କୁ ପଛରୁ ପିଟିଲା ସୁଧାକର ବସନ୍ତଙ୍କ କାର୍‌।ଚଣ୍ଡୀଖୋଲ ପଟୁ କଟକ ଆଡ଼କୁ ଆସୁଥିଲା କାର୍‌।କାର୍‌କୁ କାଟି ସୁଧାକର ବସନ୍ତଙ୍କୁ ଉଦ୍ଧାର କରିଥିଲେ ଅଗ୍ନିଶମ ବାହିନୀ।କାର୍‌ ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି।


error: Content is protected !!