ରାଜ୍ୟରେ ଜାରି ରହିଥିବା ପ୍ରଥମ ପର୍ଯ୍ୟାୟ ଜନଗଣନା କାର୍ଯ୍ୟକୁ ନେଇ ଆସିଛି ଏକ ବଡ଼ ଖବର l ପ୍ରଚଣ୍ଡ ଖରା ଓ ତାତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗଣନାକାରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି lଲୋକସେବା ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି l ମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ, ଏଣିକି ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଜନଗଣନା କାର୍ଯ୍ୟ ସ୍ଥଗିତ ରହିବ l

More Stories
IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର
ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ
ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର