ନେତାଜୀ ସୁବାଷ ବୋଷଙ୍କ ଜନ୍ମ ଜୟନ୍ତୀ ପାଳନ


ନେତାଜୀ ସୁବାଷ ବୋଷଙ୍କ ଜନ୍ମ ଜୟନ୍ତୀ ପାଳନ ଅବସରରେ ମାନ୍ୟବର ବ୍ରହ୍ମପୁର ସାଂସଦ ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସାହୁ, ମାନ୍ୟବର ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀ ବିକ୍ରମ କୁମାର ପଣ୍ଡା, ମେୟର ଶ୍ରୀମତୀ ସଂଘମିତ୍ରା ଦଳେଇ, ରାଜ୍ୟ ଯୋଜନା ବୋର୍ଡ଼ ସଦସ୍ୟ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ଚ୍ୟାୟୁପଟ୍ଟନାୟକ, ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ଶ୍ରୀ ସୁବାସ ମହାରଣା, ରାଜ୍ୟ, ଜିଲ୍ଲା, ମହାନଗର ଅନ୍ତର୍ଗତ ସର୍ବବର୍ଗୀୟ ବିଜେଡି ପଦାଧିକାରୀ, କର୍ମୀ, ବହୁ କର୍ପୋରେଟର, ବରିଷ୍ଟ, ବିଶିଷ୍ଟ ଶିକ୍ଷାବିତ୍, ବୁଦ୍ଧିଜୀବୀ ତଥା ସ୍ଥାନୀୟ ଜନସାଧାରଣଙ୍କ ଉପସ୍ଥିତିରେ ନେତାଜୀ ସୁବାଷ ବୋଷଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ମାଲ୍ୟାର୍ପଣ କରି ହାର୍ଦ୍ଧିକ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବା ସହିତ ନେତାଜୀଙ୍କ ଜୀବନୀ ତଥା ଭାରତ ସ୍ଵାଧୀନତା ଆନ୍ଦୋଳନରେ ଭୂମିକା ଏବଂ ଆନ୍ଦୋଳନ ଶୈଳୀ ବିଷୟରେ ଆଲୋକପାତ କରିଥିଲେ।


error: Content is protected !!