ଆଗାମୀ ୨ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ରହିବ


ଆଗାମୀ ୨ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ରହିବ।ଦକ୍ଷିଣ ଛତିଶଗଡ଼ରେ ଘୂର୍ଣ୍ଣିବଳୟ ପ୍ରଭାବରେ କିଛି ସ୍ଥାନରେ ବର୍ଷା ସମ୍ଭାବନା।ଉତ୍ତର ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଆଶଙ୍କା।


error: Content is protected !!