କିଛି ଦିନ ପରେ ନବୀନଙ୍କ ଫଟୋ କାଢ଼ି ପାଣ୍ଡିଆନଙ୍କ ଫଟୋ ରହିବ


କିଛି ଦିନ ପରେ ନବୀନଙ୍କ ଫଟୋ କାଢ଼ି ପାଣ୍ଡିଆନଙ୍କ ଫଟୋ ରହିବ।ବିପକ୍ଷ ଦଳ ହୋଇଥିଲେ ବି ବିଜୁ ବାବୁଙ୍କ ପ୍ରତି ଆମର ସମ୍ମାନ ରହିଛି।ବିଜୁଙ୍କ ଫଟୋ ବାଦ୍‌ ଦିଆଯିବା ଓଡ଼ିଆ ଅସ୍ମିତା ପ୍ରତି କୁଠାରଘାତ।ବିଜେଡି ପୋଷ୍ଟରରୁ ବିଜୁ ହଟିବା ଓଡ଼ିଆ ଅସ୍ମିତା ଓ ଓଡ଼ିଆଙ୍କ ପ୍ରତି ଆଘାତ।


error: Content is protected !!