ଖରା ଛୁଟି ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ୨୭ ତାରିଖ ସୁଦ୍ଧା ସ୍କୁଲ ଛୁଟି ଘୋଷଣା ହୋଇପାରେ ବୋଲି ମନ୍ତ୍ରୀ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।
ରାଜସ୍ବ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ SRCଙ୍କ ସହ ବୈଠକ ବସିଥିଲା। ସାମୂହିକ ଛୁଟି ଘୋଷଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇଁ ପଠାଯାଇଛି।ଖୁବଶୀଘ୍ର ସାମୂହିକ ଛୁଟି ଘୋଷଣା କରାଯିବ। ଜିଲାପାଳ ସ୍ଥିତି ଦେଖି ନିଷ୍ପତ୍ତି ନେଇପାରିବେ ବୋଲି ମନ୍ତ୍ରୀ କହିଛନ୍ତି।

More Stories
IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର
ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ
ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର