ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ରଙ୍ଗାରଙ୍ଗ ପରେଡ୍ ଆରମ୍ଭ


🇮🇳 ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ରଙ୍ଗାରଙ୍ଗ ପରେଡ୍ ଆରମ୍ଭ।

🇮🇳 ପରେଡର ନେତୃତ୍ବ ନେଉଛନ୍ତି ଆଇପିଏସ୍‌ ଅଫିସର ଏ.ବି ଶିଳ୍ପା।

🇮🇳 ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ।

🇮🇳 ପତାକା ଉତ୍ତୋଳନ କଲେ ରାଜ୍ୟପାଳ ରଘୁବର ଦାସ।

🇮🇳 ସମ୍ମାନିତ ଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ।


error: Content is protected !!