ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା


ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା।କୋରାପୁଟ ବୋରିଗୁମ୍ମା ଦୁର୍ଘଟଣାରେ ୩ ମୃତ ଘଟଣା।ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା।ଆହତଙ୍କ ଉପଯୁକ୍ତ ଚିକିତ୍ସା କରିବାକୁ ନବୀନଙ୍କ ନିର୍ଦ୍ଦେଶ।


error: Content is protected !!