ବୈଜୟନ୍ତ ପଣ୍ଡାଙ୍କୁ ଉତ୍ତରପ୍ରଦେଶ ଦାୟିତ୍ୱ


ବୈଜୟନ୍ତ ପଣ୍ଡାଙ୍କୁ ଉତ୍ତରପ୍ରଦେଶ ଦାୟିତ୍ୱ;୨୦୨୪ ଲୋକସଭା ନିର୍ବାଚନ ପାଇଁ ବିଜେପିର ବୈଜୟନ୍ତ ପଣ୍ଡାଙ୍କୁ ପ୍ରଭାରୀ ଦାୟିତ୍ୱ।ବିଭିନ୍ନ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ନିଯୁକ୍ତ କଲା ବିଜେପି।ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ୟୁପି ପ୍ରଭାରୀ ଦାୟିତ୍ୱ।୨୦୧୪ ନିର୍ବାଚନରେ ୟୁପି ପ୍ରଭାରୀ ଥିଲେ ଅମିତ ଶାହ।


error: Content is protected !!