ସାଂସଦ ଜୁଏଲ ଓରାମଙ୍କ କାର୍ ଧକ୍କାରେ ଯୁବକ ମୃତ


କାମାକ୍ଷାନଗର: ସାଂସଦ ଜୁଏଲ ଓରାମଙ୍କ କାର୍ ଧକ୍କାରେ ଯୁବକ ମୃତ।ରେକୁଳା ଛକରେ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା କାର୍।ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ପରେ ମୃତ ଘୋଷଣା କଲେ ଡାକ୍ତର।କାର୍‌ରେ ଜୁଏଲ ଥିଲେ, ଭୁବନେଶ୍ୱରରୁ ରାଉରକେଲା ଯାଉଥିଲେ।ଗୁରୁତର ଅବସ୍ଥାରେ ଯୁବକଙ୍କୁ ହସ୍ପିଟାଲ ନେଇଥିଲେ ଜୁଏଲ।


error: Content is protected !!