ଚାନ୍ଦିପୁର: ବାଲେଶ୍ଵର ଚାନ୍ଦିପୁର ସାହାଦାରୁ ଏକ ଅଭାବନୀୟ ଘଟଣା ସାମନାକୁ ଆସିଛି । ଶଶୁର ଘରୁ ଶାଳୀ ଓ ଭିଣେଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ହେଲେ ରବି ମାଝୀ ଓ କୁନି ସିଂ ଦୁହେଁ ବେକରେ ରଶି ଲଗାଇଥିଲେ । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପୋଲିସ ତଦନ୍ତ ଜାରି ରହିଛି ।
ଚାନ୍ଦିପୁର: ବାଲେଶ୍ଵର ଚାନ୍ଦିପୁର ସାହାଦାରୁ ଏକ ଅଭାବନୀୟ ଘଟଣା ସାମନାକୁ ଆସିଛି ।
ଶଶୁର ଘରୁ ଶାଳୀ ଓ ଭିଣେଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ହେଲେ ରବି ମାଝୀ ଓ କୁନି ସିଂ ଦୁହେଁ ବେକରେ ରଶି ଲଗାଇଥିଲେ । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପୋଲିସ ତଦନ୍ତ ଜାରି ରହିଛି ।

More Stories
ଓସ୍କାର ଦୌଡ଼ରେ ଚଳଚ୍ଚିତ୍ର ‘ଅଙ୍ଘ’: ବିଶ୍ୱ ଦରବାରରେ ଭାରତ ପାଇଁ ଗର୍ବ
ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ତୁହାକୁ ତୁହା ବର୍ଷା, ୪ ଜିଲାରେ ରେଡ ଓ୍ବାର୍ନିଂ ଜାରି
ଚଳନ୍ତା ବସ୍ରେ ହଠାତ୍ ଲାଗିଲା ନିଆଁ: ୯ ଜଣ ଜୀବନ୍ତ ଜଳିଗଲେ, ୪୦ରୁ ୫୦ ଥିଲେ ଯାତ୍ରୀ