ଗାନ୍ଧିଜୀ ଆଜି ବି ମହାତ୍ମା ଗାନ୍ଧୀ ଭାବରେ ଜଣାଶୁଣା । ଭାରତର ସ୍ୱାଧୀନତା ସଂଗ୍ରାମର ମୁଖ୍ୟ ନାୟକ ମୋହନଦାସ କରମଚାନ୍ଦ ଗାନ୍ଧିଙ୍କ ମୃତ୍ୟୁ ୩୦ ଜାନୁଆରୀ ୧୯୪୮ ରେ ହୋଇଥିଲା । ଦିଲ୍ଲୀ ସ୍ଥିତ ବିରାଳ ହାଉସରେ ପ୍ରାର୍ଥନା ସଭାକୁ ଯିବା ବେଳେ ଆତତାୟୀ ନାଥୁରାମ ଗଡସେ, ତାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ ।
Post Views: 250
More Stories
ଝାଡ଼ଖଣ୍ଡରେ ହେମନ୍ତ ସରକାର
ଆସିଲା ତୃତୀୟ ପର୍ଯ୍ୟାୟ ସୁଭଦ୍ରା
ନୂଆପଡ଼ା ଜିଲ୍ଲା ଖରୀଆର ରୋଡ ଜୁଆ ଆଡ୍ଡା କୁ ଚଢାଉ ଘଟଣା ନେଇ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସାମ୍ବାଦିକ ସମ୍ମିଳନୀ