ପ୍ରଜ୍ଞାପନ ମେଢ଼ ଦେଶରେ ନମ୍ବର ଓ୍ବାନ


ପ୍ରଜ୍ଞାପନ ମେଢ଼ ଦେଶରେ ନମ୍ବର ଓ୍ବାନ।ନୂଆଦିଲ୍ଲୀରେ ଟ୍ରଫି ଓ ପ୍ରମାଣପତ୍ର ଗ୍ରହଣ କଲେ ଓଡ଼ିଶା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହରପ୍ରସାଦ ମହାପାତ୍ର ଓ ପ୍ରଜ୍ଞାପନ ମେଢର ଶିଳ୍ପୀ କିର୍ତ୍ତୀ କିଶୋର ମହାରଣା।ଜାତୀୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଓଡିଶାର ପ୍ରଜ୍ଞାପନ ମେଢ ସମଗ୍ର ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି।


error: Content is protected !!