ଇମ୍ରାନ୍ ଖାନଙ୍କୁ ୧୦ ବର୍ଷ ଜେଲ୍


ଇମ୍ରାନ୍ ଖାନଙ୍କୁ ୧୦ ବର୍ଷ ଜେଲ୍।ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ।ପୂର୍ବତନ ବୈଦେଶିକ ମନ୍ତ୍ରୀ ମହମ୍ମଦ କ୍ୟୁରେସିଙ୍କୁ ବି ୧୦ ବର୍ଷ ଜେଲ୍‌ ଦଣ୍ଡ।ଉଭୟଙ୍କୁ ଜେଲ୍ ଦଣ୍ଡାଦେଶ ଶୁଣାଇଲେ ପାକିସ୍ତାନର ସ୍ୱତନ୍ତ୍ର କୋର୍ଟ।ଦେଶର ଗୋପନୀୟ ତଥ୍ୟ ଲିକ୍ କରିଥିବା ଅଭିଯୋଗରେ ଦଣ୍ଡାଦେଶ।


error: Content is protected !!