କଟକ ଜିଲ୍ଲା କଟକ ସହର ମାଲଗୋଦାମ ଓଭରବ୍ରିଜ ଅଞ୍ଚଳରେ ଜଣେ ଚତୁର୍ଥ ଶ୍ରେଣୀରେ ପାଠ ପଢୁଥିବା ୯ ବର୍ଷୀୟ ନାବାଳିକା ଶିଶୁକନ୍ୟାଙ୍କୁ ଅତି ଅମାନୁଷିକ ଭାବରେ ଦୁଷ୍କର୍ମ କରିବା ଘଟଣାରେ ମାନ୍ୟବର କମିଶନ ହସ୍ତକ୍ଷେପ କରି ଦୋଷୀ ବିରୁଦ୍ଧରେ କଠୋର ରୁ କଠୋର କାର୍ଯ୍ୟାନୁଷ୍ଠାନ ନେବା ସାଙ୍ଗେ ସାଙ୍ଗେ ସମ୍ପୃକ୍ତ ନାବାଳିକାର ଚିକିତ୍ସା ନିମନ୍ତେ କ୍ଷେତ୍ତି ପୂରଣ ଯୋଗେଇ ଦେବା ପାଇଁ ଜାତୀୟ ମାନବ ଅଧିକାର କମିଶନଙ୍କ ନିକଟରେ ଏନ.ଏଚ.ଆର.ସି କେଶ ନମ୍ବର ୧୬୬୨/୨୦୨୪ ରେ କେଶ ଦାଏର କଲେ ନ୍ୟାୟ ପାଇଁ ଲଢେଇ ପରିବାରର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ | ଏହି ମାମଲାରେ ଡିସିପି କଟକ , ଡିଜି ପୋଲିସ ଓଡିଶା, ଗୃହ ସଚିବ ଓଡିଶା, ମୁଖ୍ୟମନ୍ତ୍ରୀ ଓଡିଶାଙ୍କୁ ପକ୍ଷଭୁକ୍ତ କରାଯାଇଛି |


error: Content is protected !!