ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ


ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ।କାଲିର ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସୂଚନା।କାଲି ପ୍ରଧାନମନ୍ତ୍ରୀ ଆସିବା ସହ ଅନେକ ପ୍ରକଳ୍ପର ଲୋକାର୍ପଣ କରିବେ।କାଲି ସୋନପୁରରୁ ଶ୍ରୀକ୍ଷେତ୍ର ପୁରୀକୁ ଏକ ଟ୍ରେନର ଶୁଭାରମ୍ଭ କରିବେ।


error: Content is protected !!