ଭୁବନେଶ୍ଵର : ଆସନ୍ତା ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ବିଏସଇ ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ ବାହାରିବ ଫଳାଫଳ । ଏକାସଙ୍ଗେ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପାଇବ। ବୋର୍ଡର ୱେବ ସାଇଟ www.bseodisha.ac.inରେ ପରୀକ୍ଷାର୍ଥୀମାନେ ପରୀକ୍ଷାଫଳ ଦେଖିପାରିବେ ।
ଚଳିତ ଥର ରାଜ୍ୟର ମୋଟ ୩,୦୮୨ଟି ପରୀକ୍ଷା କେନ୍ଦ୍ରରେ ପ୍ରାୟ ୫ ଲକ୍ଷ ୬୧ ହଜାର ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେଇଛନ୍ତି ।
ଭୁବନେଶ୍ଵର : ଆସନ୍ତା ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ବିଏସଇ ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ ବାହାରିବ ଫଳାଫଳ । ଏକାସଙ୍ଗେ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପାଇବ। ବୋର୍ଡର ୱେବ ସାଇଟ www.bseodisha.ac.inରେ ପରୀକ୍ଷାର୍ଥୀମାନେ ପରୀକ୍ଷାଫଳ ଦେଖିପାରିବେ । ଚଳିତ ଥର ରାଜ୍ୟର ମୋଟ ୩,୦୮୨ଟି ପରୀକ୍ଷା କେନ୍ଦ୍ରରେ ପ୍ରାୟ ୫ ଲକ୍ଷ ୬୧ ହଜାର ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେଇଛନ୍ତି ।

More Stories
IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର
ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ
ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର