ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଉଦଘାଟନୀ ଉତ୍ସବ


ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଉଦଘାଟନୀ ଉତ୍ସବ ଉପଲକ୍ଷେ ଆସନ୍ତାକାଲି ତା୦୩.୦୨.୨୦୨୪ରିଖ ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ସମବେତ “ବନ୍ଦେ ଉତ୍କଳ ଜନନୀ” ଗାନ କରିବେ । ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେବା ସହ କାର୍ଯ୍ୟକ୍ରମର ପ୍ରଚାର ଓ ପ୍ରସାରଣ ନିମନ୍ତେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ବିଶେଷ ଅନୁରୋଧ କରାଗଲା ।


error: Content is protected !!