ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ


ଫେବୃଆରୀ ୩ରୁ ତିନି ଦିନ ଧରି ଭୁବନେଶ୍ଵର ଜନତା ମଇଦାନରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀକୁ ସ୍ମରଣୀୟ କରିବା ପାଇଁ କଳାମଣ୍ଡଳ ପରିସରରେ ନିର୍ମିତ ‘ଅକ୍ଷରଭୂମି’କୁ ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ଲୋକାର୍ପଣ କରିଛନ୍ତି। ଖାଣ୍ଡେଲାଇଟ ପଥରରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ଯର ଅପୂର୍ବ ନିଦର୍ଶନ ସ୍ବରୂପ ‘ଅକ୍ଷରଭୂମି’ ନିର୍ମାଣ ହୋଇଛି।


error: Content is protected !!