ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତି


ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ତାଙ୍କ ନିଯୁକ୍ତି ନେଇ ଆଜି କେନ୍ଦ୍ର ସରକାରଙ୍କ ତରଫରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।


error: Content is protected !!