ହୃଦଘାତ ଜନିତ ମୃତ୍ୟୁ


ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମୁଳୁବସନ୍ତ ଗ୍ରାମପଞ୍ଚାୟତ ର କଂଗ୍ରେସ କମିଟି ସଭାପତି ବିଚିତ୍ରାନନ୍ଦ ରାଉତରାୟ ଙ୍କ ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମୁଳୁବସନ୍ତ ଗ୍ରାମପଞ୍ଚାୟତ ର କଂଗ୍ରେସ କମିଟି ସଭାପତି ବିଚିତ୍ରାନନ୍ଦ ରାଉତରାୟ ଙ୍କ ହୃଦଘାତ ଜନିତ ମୃତ୍ୟୁ ଖବର ପାଇ ମାହାଙ୍ଗାର ବରିଷ୍ଠ କଂଗ୍ରେସ ନେତା ତଥା ପିସିସି ଶୃଙ୍ଖଳା କମିଟି ର ସଦସ୍ୟ ଶ୍ରୀଯୁକ୍ତ ଦେବେନ୍ଦ୍ର କୁମାର ସାହୁ ତାଙ୍କ ସିପୁରା ସ୍ଥିତ ବାସଭବନରେ ପହଞ୍ଚି ସ୍ବର୍ଗତ ରାଉତରାୟ ଙ୍କ ପରିବାର ବର୍ଗଙ୍କୁ ସାନ୍ତ୍ୟୁନା ପ୍ରଦାନ କରିବା ସହିତ ସ୍ବର୍ଗତ ଆତ୍ମାଙ୍କ ସଦଗତି ନିମନ୍ତେ ଭଗବାନଙ୍କ ନିକଟରେ ପ୍ରାଥନା କରିଥିଲେ l ଶ୍ରୀଯୁକ୍ତ ସାହୁଙ୍କ ସହିତ ମାହାଙ୍ଗା ବ୍ଲକ କଂଗ୍ରେସ କମିଟି ଓ ମୁଳୁବସନ୍ତ ଗ୍ରାମପଞ୍ଚାୟତ ବହୁ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ ଖବର ପାଇ ମାହାଙ୍ଗାର ବରିଷ୍ଠ କଂଗ୍ରେସ ନେତା ତଥା ପିସିସି ଶୃଙ୍ଖଳା କମିଟି ର ସଦସ୍ୟ ଶ୍ରୀଯୁକ୍ତ ଦେବେନ୍ଦ୍ର କୁମାର ସାହୁ ତାଙ୍କ ସିପୁରା ସ୍ଥିତ ବାସଭବନରେ ପହଞ୍ଚି ସ୍ବର୍ଗତ ରାଉତରାୟ ଙ୍କ ପରିବାର ବର୍ଗଙ୍କୁ ସାନ୍ତ୍ୟୁନା ପ୍ରଦାନ କରିବା ସହିତ ସ୍ବର୍ଗତ ଆତ୍ମାଙ୍କ ସଦଗତି ନିମନ୍ତେ ଭଗବାନଙ୍କ ନିକଟରେ ପ୍ରାଥନା କରିଥିଲେ l ଶ୍ରୀଯୁକ୍ତ ସାହୁଙ୍କ ସହିତ ମାହାଙ୍ଗା ବ୍ଲକ କଂଗ୍ରେସ କମିଟି ଓ ମୁଳୁବସନ୍ତ ଗ୍ରାମପଞ୍ଚାୟତ ବହୁ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ।


error: Content is protected !!