ପ୍ରଚାରରେ ୨୦ କୋଟି ଖର୍ଚ୍ଚ


ପ୍ରଚାରରେ ୨୦ କୋଟି ଖର୍ଚ୍ଚ।ପ୍ରଚାର ପ୍ରସାର ବାବଦରେ ୯ ମାସରେ ୨୦ କୋଟି ଖର୍ଚ୍ଚ।ମୁକେଶ ମହାଲିଙ୍ଗଙ୍କ ପ୍ରଶ୍ନର ଉତ୍ତର ରଖିଲେ ମନ୍ତ୍ରୀ ପ୍ରଦୀପ ଅମାତ।୯ ମାସରେ ୧୯ କୋଟି ୪୦ ଲକ୍ଷ ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର।ମୁଦ୍ରିତ ଗଣମାଧ୍ୟମକୁ ୧୭.୪୩ କୋଟି ଓ ବୈଦ୍ୟୁତିକ ଗଣମାଧ୍ୟମକୁ ୩୧ ଲକ୍ଷ।


error: Content is protected !!