ଚୀନର ଲିଉୟାଙ୍ଗରେ ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ଏଥିରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୬୧ ଜଣ ଆହତ ହୋଇଛନ୍ତି। ସୋମବାର ସନ୍ଧ୍ୟା ପ୍ରାୟ ୫ଟାରେ ଗୁଆଣ୍ଡୁ ଟାଉନସିପ୍ରେ ଥିବା ଲିଉୟାଙ୍ଗ ହୁଆଶେଙ୍ଗ ବାଣକାରଖାନାରେ ଏହି ଦୁର୍ଘଟଣା ଘଟିଥିଲା।
ବେଜିଂ: ଚୀନର ଲିଉୟାଙ୍ଗରେ ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିଛି।
ଏଥିରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୬୧ ଜଣ ଆହତ ହୋଇଛନ୍ତି। ସୋମବାର ସନ୍ଧ୍ୟା ପ୍ରାୟ ୫ଟାରେ ଗୁଆଣ୍ଡୁ ଟାଉନସିପ୍ରେ ଥିବା ଲିଉୟାଙ୍ଗ ହୁଆଶେଙ୍ଗ ବାଣକାରଖାନାରେ ଏହି ଦୁର୍ଘଟଣା ଘଟିଥିଲା।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍