ଲାଲକୃଷ୍ଣ ଆଡଭାନୀଙ୍କୁ ଭେଟିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା


ଲାଲକୃଷ୍ଣ ଆଡଭାନୀଙ୍କୁ ଭେଟିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ତାଙ୍କୁ ଭାରତ ରତ୍ନ ମିଳିବା ନେଇ ଘୋଷଣା ପରେ ବହୁ ବରିଷ୍ଠ ନେତା ବାସଭବନରେ ପହଞ୍ଚି ଶୁଭେଚ୍ଛା ଜଣାଉଛନ୍ତି ।


error: Content is protected !!