ଓଡ଼ିଶାକୁ ଆସି ଆଜି ବହୁତ ଭଲ ଲାଗୁଛି କହିଲେ ରାହୁଲ


ଓଡ଼ିଶାକୁ ଆସି ଆଜି ବହୁତ ଭଲ ଲାଗୁଛି କହିଲେ ରାହୁଲ।ଘୃଣାର ବଜାରରେ ଆପଣମାନେ ପ୍ରେମର ଦୋକାନ ଖୋଲିଲେ।ଭାରତକୁ ଯୋଡ଼ିବା ମୋର ଏହି ଯାତ୍ରାର ମୂଳ ଉଦ୍ଦେଶ୍ୟ।ଆଦିବାସୀ, ଦଳିତ, କୃଷକ, ମହିଳାଙ୍କ ପ୍ରତି ଅନ୍ୟାୟ ପ୍ରତିବାଦରେ ଏ ଯାତ୍ରା।ଆଗାମୀ ୩ ଦିନ ଯାଏଁ ମୁଁ ଓଡ଼ିଶାରେ ରହିବି, ଲୋକଙ୍କ କଥା ଶୁଣିବି।


error: Content is protected !!