ଗୃହରେ ଉଠିଲା ସାମ୍ବାଦିକ ପ୍ରସଙ୍ଗ


ଗୃହରେ ଉଠିଲା ସାମ୍ବାଦିକ ପ୍ରସଙ୍ଗ।ବିଧାନସଭା ଶୂନ୍ୟକାଳରେ ଉଠିଲା ସାମ୍ବାଦିକଙ୍କ ଦାବି ପ୍ରସଙ୍ଗ।ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର।ଲୋକସେବା ଭବନକୁ ସାମ୍ବାଦିକଙ୍କୁ ଫ୍ରି ଏଣ୍ଟ୍ରି ମିଳୁ କହିଲେ ନରସିଂହ।ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ବି ସାମ୍ବାଦିକଙ୍କୁ ପେନସନ୍‌ ଦିଆଯାଉ।


error: Content is protected !!