୫୩ ଲକ୍ଷ ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ ଭତ୍ତା ପାଇଁ ୩୯୮୦ କୋଟି


୫୩ ଲକ୍ଷ ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ ଭତ୍ତା ପାଇଁ ୩୯୮୦ କୋଟି।ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୨୯ କୋଟିର ବ୍ୟୟବରାଦ।ନୂଆ-ଓ କାର୍ଯ୍ୟକ୍ରମ ପାଇଁ ୩ ବର୍ଷରେ ବ୍ୟୟ ହେବ ୩୮୫ କୋଟି।ସଡ଼କ , ସେତୁ , ଏୟାରପୋର୍ଟ , ରେଲୱେ ବିକାଶ ପାଇଁ ୨୧ ହଜାର କୋଟି।


error: Content is protected !!