ବିଶ୍ୱ ବଜାରରେ ଅଶୋଧିତ ତୈଳ (Crude Oil) ଦରକୁ ନେଇ ଅନିଶ୍ଚିତତା ଲାଗି ରହିଛି। ସରକାର ସ୍ପଷ୍ଟ କରିଛନ୍ତି ଯେ, ନିକଟ ଭବିଷ୍ୟତରେ ପେଟ୍ରୋଲ, ଡିଜେଲ କିମ୍ବା ଘରୋଇ LPG ଦରରେ କୌଣସି ବୃଦ୍ଧି କରାଯିବ ନାହିଁ।IMF ର ଯୁକ୍ତି ହେଉଛି- ଯଦି ଦର ବଢ଼ିବ, ଲୋକେ ବ୍ୟବହାର କମାଇବେ ଏବଂ ବିଶ୍ୱ ଚାହିଦା କମିଲେ ହିଁ ଦର ନିୟନ୍ତ୍ରଣ ହେବ।ଯଦିଓ ସରକାର ଦର ବଢ଼ାଇବାକୁ ମନା କରିଛନ୍ତି, କିନ୍ତୁ ଅନ୍ତର୍ଜାତୀୟ ସ୍ତରରେ ଦୀର୍ଘ ଦିନ ଧରି ଦର ୧୦୦ ଡଲାର ଉପରେ ରହିଲେ ସରକାରୀ ତୈଳ କମ୍ପାନୀଗୁଡ଼ିକର କ୍ଷତି ବଢ଼ିବାରେ ଲାଗିବ।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍