ସମୀକ୍ଷା କରିବାକୁ ଓଡ଼ିଶା ଆସୁଛନ୍ତି ଦେଶର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର


ଆଗକୁ ସାଧାରଣ ନିର୍ବାଚନ ହେବାକୁ ଥିବାବେଳେ ଏହାର ପ୍ରସ୍ତୁତି ସମୀକ୍ଷା କରିବାକୁ ଓଡ଼ିଶା ଆସୁଛନ୍ତି ଦେଶର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର। ତାଙ୍କ ନେତୃତ୍ୱରେ ଏକ ୭ ଜଣିଆ ଟିମ୍ ଆସନ୍ତା ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ।


error: Content is protected !!