ପ୍ରାଥମିକ ସଦସ୍ୟ ପଦରୁ ପ୍ରେମାନନ୍ଦଙ୍କ ଇସ୍ତଫା


ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରେମାନନ୍ଦ ନାୟକ।ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକଙ୍କ ଇସ୍ତଫା।ଦଳରେ ଅଣଦେଖା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା।ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଇସ୍ତଫା ଦେଲେ ପ୍ରେମାନନ୍ଦ ନାୟକ।


error: Content is protected !!