ସୁଜ୍ଞାନ କୁମାରୀ ଅସୁସ୍ଥ


ସୁଜ୍ଞାନ କୁମାରୀ ଅସୁସ୍ଥ।ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓ ଅସୁସ୍ଥ।ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରର ପୂର୍ବତନ ବିଧାୟିକା ସୁଜ୍ଞାନ କୁମାରୀ।ସୁଜ୍ଞାନ କୁମାରୀ ଚେନ୍ନାଇ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି।ସୁଜ୍ଞାନ କୁମାରୀଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ଚେନ୍ନାଇ ଗଲେ ମୁଖ୍ୟମନ୍ତ୍ରୀ।


error: Content is protected !!