ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର ସୌରଭ ସୁପ୍ରୀତ


ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ସୌରଭ ସୁପ୍ରୀତ। ଶୁକ୍ରବାର ସନ୍ଧ୍ୟାରେ ଅପରେସନ କରିବା ପାଇଁ ଦୁଇ ଜଣ ରୋଗୀଙ୍କ ଠାରୁ ସେ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଥିଲେ ଭିଜିଲାନ୍ସ ଅଧିକାରୀ।*


error: Content is protected !!