ସଡ଼କ ଦୁର୍ଘଟଣାରେ ମୃତ୍ୟୁବରଣ


ଧର୍ମଗଡ଼ ସଡ଼କ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଦୁଇଜଣ ବ୍ୟକ୍ତିଙ୍କ ପରିବାର ପାଇଁ ୩ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।


error: Content is protected !!