କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ନିହାର ମହାନନ୍ଦ


କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ନିହାର ମହାନନ୍ଦ।ବରଗଡ଼ ଜିଲ୍ଲା ଅତାବିରାର ପୂର୍ବତନ ବିଧାୟକ ନିହାର ମହାନନ୍ଦ।ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେଙ୍କୁ ଇସ୍ତଫା ପତ୍ର ପଠାଇଲେ।କଂଗ୍ରେସରେ ରହି ଲୋକଙ୍କ ସେବା କରିହେବନି , ତେଣୁ ଇସ୍ତଫା ଦେଲି।


error: Content is protected !!