ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ।ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ମିଳିବ ୧ ହଜାର ଟଙ୍କା।ପରିବାର ପିଛା ୧ ହଜାର ଟଙ୍କା ଓ ୨ଟି ଝୋଟ ବ୍ୟାଗ୍ ମିଳିବ।ଅତ୍ୟାବଶ୍ୟକ ସାମଗ୍ରୀ କ୍ରୟ କରିବାକୁ ମିଳିବ ଟଙ୍କା ଓ ବ୍ୟାଗ୍।ରାଜ୍ୟର ୯୫ ଲକ୍ଷ ୯୦ ହଜାର ହିତାଧିକାରୀ ଉପକୃତ ହେବେ।ଯୋଜନାରେ ରାଜ୍ୟ ସରକାରଙ୍କ ୯୫୯.୫ କୋଟି ଖର୍ଚ୍ଚ ହେବ।
WhatsApp us
More Stories
ଲିଙ୍ଗରାଜରେ କୋହେନୁର ପଞ୍ଜିକା ମନା
ରାସନ୍ କାର୍ଡ e-KYC ନେଇ ବଡ଼ ଅପଡେଟ୍
ନାବାଳିକା ଶିଶୁକନ୍ୟାଙ୍କୁ ୪ ଜଣ ଅସାମାଜିକ ଯୁବକ ଗଣ ଦୁଷ୍କର୍ମ କରିବା ଘଟଣାରେ ଦୋଷୀ ମାନଙ୍କ ବିରୁଦ୍ଧରେ କଠୋର ରୁ କଠୋର କାର୍ଯ୍ୟାନୁଷ୍ଠାନ |