ଘରୋଇ ଉପଭୋକ୍ତାଙ୍କ ପାଇଁ ବିଜୁଳି ଦର ହ୍ରାସ କଲେ OERC


ଘରୋଇ ଉପଭୋକ୍ତାଙ୍କ ପାଇଁ ବିଜୁଳି ଦର ହ୍ରାସ କଲେ OERC।ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ, ଘରୋଇ ବ୍ୟତୀତ ଅନ୍ୟ ସମସ୍ତ କାଟେଗୋରୀରେ ଦର ଅପରିବର୍ତ୍ତିତ, BPL ଉପଭୋକ୍ତାଙ୍କ ପାଇଁ ମାସିକ ଦେୟ ୮୦ରୁ ୭୦ ଟଙ୍କାକୁ ହ୍ରାସ, କାଗଜ ଛାଡ଼ି ଯେଉଁ ଉପଭୋକ୍ତା ଇ-ବିଲ ନେବେ, ସେମାନଙ୍କୁ ୧୦ ଟଙ୍କା ରିହାତି।


error: Content is protected !!