ଭୁବନେଶ୍ଵର : ବାଲିଅନ୍ତା ଘଟଣା ମନରୁ ନଲିଭୁଣୁ ରାଜଧାନୀରୁ ଆସିଛି ପୁଣି ଏକ ଲଜ୍ଜାଜନକ ଘଟଣା। ବୟଫ୍ରେଣ୍ଡ୍ ରୁମରେ ଗଲଫ୍ରେଣ୍ଡକୁ ଗଣଦୁଷ୍କର୍ମ । ଏଭଳି ଘଟଣା ଦେଖିବାକୁ ଇନଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ। ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ ପ୍ରେମିକ ସହ ୩ ଜଣ କଲେଜ ଛାତ୍ରଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ ଆସିଛି ।
ପୀଡିତା ଜଣକ ଏକ ଘରୋଇ କଲେଜର ଛାତ୍ରୀ ହୋଇଥିବା ଜଣାପଡିଛି। ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି କମିଶନରେଟ ପୋଲିସ ।

More Stories
ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….
ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…