ଚିକିତ୍ସା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ


ଚିକିତ୍ସା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ। ଆଜି ଲୋକାର୍ପିତ ହେବ ବାଗଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନ। ୭୫୦ ଶଯ୍ଯା ବିଶିଷ୍ଟ ଏହି ହସ୍ପିଟାଲକୁ ଲୋକାର୍ପଣ କରିବେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ।


error: Content is protected !!